അർത്ഥം : ଉତ୍ତେଜିତକରିବା ବା ଉତ୍ତେଜନା କରିବାର ପ୍ରକ୍ରିୟା ବା ଭାବ
ഉദാഹരണം :
ମୋହନ ରାମର ପ୍ରରୋଚନାରେ ସୋହନ ସହିତ କଳି ଆରମ୍ଭ କରିଦେଲା
പര്യായപദങ്ങൾ : ପ୍ରବର୍ତ୍ତନା, ମତାଣ, ମତେଇବା
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : କୁମାର୍ଗରେ ପ୍ରରୋଚିତ କରିବା ବା ଉସୁକେଇବାର ପ୍ରକ୍ରିୟା
ഉദാഹരണം :
ଖରାପ ସାଙ୍ଗଙ୍କ ପ୍ରରୋଚନାରେ ପଡ଼ି ରାମ ଚୋରି କଲା
മറ്റ് ഭാഷകളിലേക്കുള്ള വിവർത്തനം :