അർത്ഥം : ବାନ୍ଧିକରି ଓ କଟାକଟି କରି ଏକ ବିଶେଷ ଢଙ୍ଗରେ ବଢ଼ିବାପାଇଁ ପ୍ରବୃତ୍ତ କରିବା
ഉദാഹരണം :
କୃଷକ ପାନ ଲତାଗୁଡ଼ିକ ଅନୁବର୍ଦ୍ଧନ କରୁଛି
പര്യായപദങ്ങൾ : ଅନୁବର୍ଦ୍ଧନ କରିବା, ଦାୟିତ୍ୱନେବା, ବଢ଼ାଇବା, ରକ୍ଷଣାବେକ୍ଷଣ କରିବା
മറ്റ് ഭാഷകളിലേക്കുള്ള വിവർത്തനം :
* बाँधकर और कटाई-छँटाई करके एक विशेष तरीके से बढ़ने में प्रवृत्त करना।
किसान पान की लताओं का अनुवर्धन कर रहा है।അർത്ഥം : ପରିମାଣରେ ଅଧିକ କରିବା
ഉദാഹരണം :
ସେ ଭୋଜନର ପରିମାଣ ବଢ଼ାଇଦେଇଛି
പര്യായപദങ്ങൾ : ଅଧିକ କରାଇବା, ବୃଦ୍ଧି କରାଇବା, ବଢ଼ାଇବା
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ବଢ଼ାଇବା କାମ ଅନ୍ୟ କାହାଦ୍ୱାରା କରାଇବା
ഉദാഹരണം :
ରହିମ ଠିକାଦାରକୁ କହି ତା ଘରେ ଏକ କୋଠରି ବଢ଼ାଇଲା
പര്യായപദങ്ങൾ : ପ୍ରସାରିତ କରାଇବା, ବୃଦ୍ଧି କରାଇବା, ବଢ଼ାଇବା
മറ്റ് ഭാഷകളിലേക്കുള്ള വിവർത്തനം :