അർത്ഥം : ବସାଇବାର କ୍ରିୟା
ഉദാഹരണം :
ଯନ୍ତ୍ରପାତିର ଅଂଶକୁ ବସାଇବାପାଇଁ କାରିଗରକୁ ଅସୁବିଧା ହେଉଛି
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ବସାଇବା କାମ ଅନ୍ୟ କାହାଦ୍ୱାରା କରାଇବା
ഉദാഹരണം :
ଜେଜେ କାନ୍ଦୁଥିବା ପିଲାଟିକୁ ଘୋଡ଼ାରେ ବସାଇଲେ
പര്യായപദങ്ങൾ : ଉପବେଶନ କରାଇବା, ଚଢ଼ାଇବା
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ବସବାସ କରିବାପାଇଁ ଜାଗା ଦେବା ବା ବସବାସ କରିବାପାଇଁ ପ୍ରବୃତ୍ତ କରିବା
ഉദാഹരണം :
ଆକବର ଫତେହପୁର ସିକ୍ରୀ ସ୍ଥାପନ କରିଥିଲେ ମୁଖିଆ ଅନାଥ ରଣଜିତକୁ ଗାଁରେ ସ୍ଥାନଦେଲେ
പര്യായപദങ്ങൾ : ସ୍ଥାନଦେବା, ସ୍ଥାପନ କରିବା
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ଭଲ ଭାବରେ ସ୍ଥିର କରିବା
ഉദാഹരണം :
ରାଜମିସ୍ତ୍ରୀ ଚଟାଣରେ ଟାଇଲ ବସାଉଛି
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : କୌଣସି ପଦରେ ନିଯୁକ୍ତ କରିବା
ഉദാഹരണം :
ଚାଣକ୍ୟ ଚନ୍ଦ୍ରଗୁପ୍ତଙ୍କୁ ତକ୍ଷଶିଳାଋ ସିଂହାସନରେ ବସାଇଲେ
പര്യായപദങ്ങൾ : ଆସୀନ କରିବା
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : କାହାକୁ ବାହନ ଉପରେ ବସିବା ପାଇଁ ପ୍ରବୃତ୍ତ କରିବା
ഉദാഹരണം :
ଘୋଡ଼ାଚାଳକ ପିଲାକୁ ଘୋଡ଼ା ଉପରେ ଚଢାଇଲା
പര്യായപദങ്ങൾ : ଚଢାଇବା, ସବାର କରେଇବା
മറ്റ് ഭാഷകളിലേക്കുള്ള വിവർത്തനം :
किसी वाहन के ऊपर बैठने में प्रवृत्त करना।
साईस ने बच्चे को घोड़े पर चढ़ाया।