അർത്ഥം : କୌଣସି ବିଷୟ ଠିକ୍ ହେବା ସମ୍ବନ୍ଧରେ ଦୃଢ଼ତା ପୂର୍ବକ କିଛି କହିବାର ସେହି ଶୈଳୀ ଯେଉଁଥିରେ ସତ୍ୟ ବା ଅସତ୍ୟ ପ୍ରମାଣ ହେବାପରେ ହାରିବା ଜିତିବା ତଥା କିଛି ନେବା ଦେବା ମଧ୍ୟ ହୁଏ
ഉദാഹരണം :
ରାହୁଲ ସର୍ତ୍ତ ଜିତିଗଲା
പര്യായപദങ്ങൾ : ସର୍ତ୍ତ
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ପ୍ରଥମରୁ ଶେଷ ପର୍ଯ୍ୟନ୍ତ ଏଭଳି ପୂରା ଖେଳ ଯେଉଁଥିରେ ହାର ଜିତଥାଏ ବା ବାଜି ଲଗାଯାଏ
ഉദാഹരണം :
ଶ୍ୟାମ ହାରୁ ହାରୁ ଅନ୍ତିମ ସମୟରେ ବାଜି ଜିତି ଗଲା
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ବାଜି ଲଗାଇ ଖେଳାଯାଉଥିବା ହାରଜିତର ଖେଳ
ഉദാഹരണം :
ପାଣ୍ଡବମାନେ ଦୌପଦୀଙ୍କୁ ଜୁଆରେ ହାରିଗଲେ
പര്യായപദങ്ങൾ : ଜୁଆ
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ପଶା, ଜୁଆଆଦି ଖେଳଗୁଡ଼ିକ ସମୟରେ ହାର ଜିତ ପାଇଁ ଖେଳାଳୀ ସାମନାରେ ରଖାଯାଉଥିବା ଧନ, ବସ୍ତୁଆଦି
ഉദാഹരണം :
ଯୁଧିଷ୍ଠିର ପଶା ଖେଳରେ ଦୌପଦୀଙ୍କୁ ବାଜି ଲଗାଇଥିଲେ
പര്യായപദങ്ങൾ : ପଣ
മറ്റ് ഭാഷകളിലേക്കുള്ള വിവർത്തനം :