അർത്ഥം : ଭବିଷ୍ୟତରେ କୌଣସି ଭୂମିକା ବା କାର୍ଯ୍ୟପାଇଁ (କାହାରିକୁ)ପ୍ରସ୍ତୁତ କରିବା
ഉദാഹരണം :
ବ୍ୟବସାୟୀଜଣକ ତା ପୁଅକୁ ନିଜ ଉତ୍ତରାଧିକାରୀ କରିବାପାଇଁ ବ୍ୟବସ୍ଥା କରୁଛି ଭାରତ ମାତାର ରକ୍ଷା କରିବାପାଇଁ ଆମ ସେନାବାହିନୀ ପ୍ରସ୍ତୁତ ହେଉଛି
പര്യായപദങ്ങൾ : ଆୟୋଜନ କରିବା, ତିଆରି କରିବା, ପ୍ରସ୍ତୁତ ହେବା, ବନ୍ଦୋବସ୍ତ କରିବା
മറ്റ് ഭാഷകളിലേക്കുള്ള വിവർത്തനം :
* भविष्य में किसी भूमिका या कार्य के लिए (किसी को) तैयार करना।
व्यापारी अपने लड़के को अपना उत्तराधिकारी बनाने के लिए तैयार कर रहा है।അർത്ഥം : କୌଣସି କାମ ଠିକ ଭାବରେ କରିବାର ବ୍ୟବସ୍ଥା କରିବା
ഉദാഹരണം :
ଶ୍ୟାମ ପିକନିକରେ ଖାଇବାର ବ୍ୟବସ୍ଥା କରିଛି
മറ്റ് ഭാഷകളിലേക്കുള്ള വിവർത്തനം :
कोई काम ठीक तरह से करने की व्यवस्था करना।
पिकनिक में श्याम ने खाने का प्रबंधन किया।അർത്ഥം : କୌଣସି କାମ,ଘଟଣା ଆଦି ନିମନ୍ତେ ସ୍ଥାନ,ସମୟ ଆଦି ନିର୍ଦ୍ଧାରଣ କରିବା
ഉദാഹരണം :
ମୁଁ ଆସନ୍ତା ମାସରେ ଘରକୁ ଯିବାର ବ୍ୟବସ୍ଥା କରୁଛି
പര്യായപദങ്ങൾ : ଆୟୋଜନ କରିବା, ବନ୍ଦୋବସ୍ତ କରିବା, ଯୋଜନା କରିବା
മറ്റ് ഭാഷകളിലേക്കുള്ള വിവർത്തനം :
* किसी काम, घटना आदि के लिए स्थान, समय आदि निर्धारित करना।
मैंने अगले महीने घर जाने का कार्यक्रम बनाया है।അർത്ഥം : ବ୍ୟବସ୍ଥା ବା ପ୍ରବନ୍ଧ କରିବା ବା ପ୍ରକ୍ରିୟାକୁ ଆଣିବା
ഉദാഹരണം :
ବାଜି ଲଗାନ୍ତୁ ଘରକୁ ଫୋନ ଲଗାନ୍ତୁ
പര്യായപദങ്ങൾ : ଆୟୋଜନ କରିବା, ପ୍ରବନ୍ଧ କରିବା, ବନ୍ଦୋବସ୍ତ କରିବା, ଲଗାଇବା
മറ്റ് ഭാഷകളിലേക്കുള്ള വിവർത്തനം :