അർത്ഥം : ଯାହା ପୂରାପୂରି ପୂର୍ଣ୍ଣ ବା ଭରାହୋଇଛି କିମ୍ବା ଯେଉଁଥିରେ କିଛି କମ୍ ନାହିଁ
ഉദാഹരണം :
ଲାଲାଜୀଙ୍କ ଘର ଧନଧାନ୍ୟରେ ପୂର୍ଣ୍ଣ ସେଠଜୀଙ୍କ ଜନ୍ମ ଧନ-ଧାନ୍ୟ ପରିପୂର୍ଣ୍ଣ ଘରେ ହୋଇଥିଲା
പര്യായപദങ്ങൾ : ପରିପୂରିତ, ପରିପୂର୍ଣ୍ଣ, ପୂର୍ଣ୍ଣ, ଭରା
മറ്റ് ഭാഷകളിലേക്കുള്ള വിവർത്തനം :
Completed to perfection.
fulfilled