അർത്ഥം : କୌଣସି ସ୍ଥାନରେ ବା ବସ୍ତୁ ଆଦିରେ ରଖା ହୋଇଥିବା ପଦାର୍ଥ ଆଦିକୁ ଅନ୍ୟ ଜାଗାରେ ବା ବସ୍ତୁ ଆଦିରେ ରଖିବା
ഉദാഹരണം :
ଏହି ଗରାର ପାଣିକୁ ଅନ୍ୟ ଗରାରେ ଢାଳିଦିଅ
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : କାମରେ ଲଗେଇବା
ഉദാഹരണം :
ଏହି କାମପାଇଁ ସେ ସାତଜଣ ଲୋକଙ୍କୁ ନିଯୁକ୍ତି ଦେଲା
പര്യായപദങ്ങൾ : କାମ ଦେବା, ଚାକିରି ଦେବା, ନିଯୁକ୍ତ କରିବା, ନିଯୁକ୍ତି ଦେବା, ରଖିବା
മറ്റ് ഭാഷകളിലേക്കുള്ള വിവർത്തനം :
काम पर लगाना।
इस काम के लिए उसने सात आदमियों को नियुक्त किया।അർത്ഥം : କୌଣସି ବସ୍ତୁକୁ କୌଣସି ଅନ୍ୟ ଏକ ବସ୍ତୁ ଭିତରେ ଢାଳିବା
ഉദാഹരണം :
ସୀମା ଅଟାକୁ ଡବାରେ ଦାବିଦାବି କରି ଭର୍ତ୍ତି କରୁଛି
പര്യായപദങ്ങൾ : ପୂରାଇବା
മറ്റ് ഭാഷകളിലേക്കുള്ള വിവർത്തനം :