അർത്ഥം : କୌଣସି ସମ୍ପତ୍ତି କିମ୍ବା ସେଥିରୁ ହେଉଥିବା ଆୟର ଭାଗ ବା ଅଂଶ
ഉദാഹരണം :
ସେ ମୋ ଭାଗ ମଧ୍ୟ ଖାଇଗଲା ସେଥିରେ ମୋର ମଧ୍ୟ ଭାଗ ଅଛି
പര്യായപദങ്ങൾ : ଅଂଶ
മറ്റ് ഭാഷകളിലേക്കുള്ള വിവർത്തനം :
Assets belonging to or due to or contributed by an individual person or group.
He wanted his share in cash.അർത്ഥം : ସମଷ୍ଟି ବା ସମୂହର କିଛି ଅଂଶ
ഉദാഹരണം :
ଏହାର ମଧ୍ୟ ଭାଗ ଟିକେ ମୋଟା
പര്യായപദങ്ങൾ : ଅଂଶ
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : କୌଣସି ସଂଖ୍ୟାକୁ ଦ୍ୱିତୀୟ ସଂଖ୍ୟା ଦ୍ୱାରା ଭାଗ କରିବା କାମ
ഉദാഹരണം :
ଆଜି ଶ୍ରେଣୀରେ ଗଣିତର ଭାଗକ୍ରିୟା ଶିଖାଯିବ
പര്യായപദങ്ങൾ : ବିଭାଗ, ବିଭାଜନ, ଭାଗ କାର୍ଯ୍ୟ, ଭାଗକର୍ମ, ଭାଗକ୍ରିୟା, ହରଣ, ହରିବା, ହରିବା କାମ, ହରିବା କାର୍ଯ୍ୟ
മറ്റ് ഭാഷകളിലേക്കുള്ള വിവർത്തനം :
An arithmetic operation that is the inverse of multiplication. The quotient of two numbers is computed.
divisionഅർത്ഥം : କୌଣସି ଲମ୍ବ ବା ଚଉଡ଼ା ଅଂଶ ଥିବା ଏକ ସ୍ଥଳ ଭାଗ
ഉദാഹരണം :
ଆକାଶକ୍ଷେତ୍ରରେ ଖଗୋଳିୟ ପିଣ୍ଡ ଥାଏ ଏହା ଭାରତର କୃଷି ଉତ୍ପାଦକ କ୍ଷେତ୍ର
പര്യായപദങ്ങൾ : କ୍ଷେତ୍ର
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : କୌଣସି ଜମିଦାରୀରେ ଯେତେ ଭୂଭାଗ ଜଣେ ଅଂଶୀଦାରର ଅଧିକାରରେ ଥାଏ
ഉദാഹരണം :
ଅଂଶର ଭାଗବଣ୍ଟାକୁ ନେଇ ମହେଶର ପିଲାମାନେ ପରସ୍ପର ମଧ୍ୟରେ ଝଗଡ଼ା କରୁଛନ୍ତି
പര്യായപദങ്ങൾ : ଅଂଶ
മറ്റ് ഭാഷകളിലേക്കുള്ള വിവർത്തനം :
किसी जमींदारी का उतना भूभाग जितना एक पट्टीदार के अधिकार में हो।
पट्टी के बँटवारे को लेकर महेश के लड़के आपस में लड़ते रहते हैं।അർത്ഥം : ବିଭକ୍ତ ହେବା ବା ବାଣ୍ଟିବା ଦ୍ୱାରା ମିଳୁଥିବା ଅଂଶ
ഉദാഹരണം :
ମୁଁ ମୋ ଭାଗ ମଧ୍ୟ ଭାଇକୁ ଦେଇଦେଲି
മറ്റ് ഭാഷകളിലേക്കുള്ള വിവർത്തനം :
Assets belonging to or due to or contributed by an individual person or group.
He wanted his share in cash.അർത്ഥം : ଅଙ୍ଗ ବା ଅବୟବରୁ କୌଣସି ଗୋଟିଏ ଯାହାକୁ ଯୋଗକଲେ କୌଣସି ଜିନିଷ ତିଆରି ହୁଏ
ഉദാഹരണം :
ଏହି ଯନ୍ତ୍ରର ସବୁ ଅଂଶ ଗୋଟିଏ କାରଖାନାରେ ତିଆରି ହୋଇଛି ଏହାର ଆର ପାଦରେ ଆମେମାନେ ଆପଣମାନଙ୍କୁ ଏକ ନାଟକ ଦେଖାଇବୁ
പര്യായപദങ്ങൾ : ଅଂଶ, ଖଣ୍ଡ, ଖଣ୍ଡିତାଂଶ, ଚରଣ, ପାଦ, ବିଭାଗ
മറ്റ് ഭാഷകളിലേക്കുള്ള വിവർത്തനം :
Something determined in relation to something that includes it.
He wanted to feel a part of something bigger than himself.അർത്ഥം : ଅଲଗା ଅଲଗା ଭାଗ ବା ଅଂଶରେ ବାଣ୍ଟିବା କାର୍ଯ୍ୟ ବା ଭାବ
ഉദാഹരണം :
ରାମ ତା ଦୁଇପୁଅଙ୍କ ନିମନ୍ତେ ଘରକୁ ବିଭାଜନ କରିଦେଲେ
പര്യായപദങ്ങൾ : ବିଭାଜନ
മറ്റ് ഭാഷകളിലേക്കുള്ള വിവർത്തനം :
The act of dividing or partitioning. Separation by the creation of a boundary that divides or keeps apart.
division, partition, partitioning, sectionalisation, sectionalization, segmentationഅർത്ഥം : ଅନ୍ୟକୁ ଜମି ଦେବାର ସେହି ରୀତି ଯେଉଁଥିରେ ଚାଷୀ ଜମି ମାଲିକକୁ ଉତ୍ପାଦନର ନିର୍ଦ୍ଧାରିତ ଅଂଶ ଦେଇଥାଏ
ഉദാഹരണം :
ମାଇକୁ ତାର ସବୁ ବିଲ ଭାଗକୁ ଦେଇଦେଇଛି
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : କୌଣସି କାର୍ଯ୍ୟରେ ସମ୍ମିଳିତ ହେବାର ପ୍ରକ୍ରିୟା
ഉദാഹരണം :
ସେ ଏହି ପ୍ରତିଯୋଗିତାରେ ଭାଗ ନେଉଛନ୍ତି
മറ്റ് ഭാഷകളിലേക്കുള്ള വിവർത്തനം :
किसी कार्य में भागीदार होने की क्रिया।
मुझे इस प्रतियोगिता में भाग लेने से कोई नहीं रोक सकता।