അർത്ഥം : କୌଣସି ବସ୍ତୁର କିଛି ଅଂଶ ଖଣ୍ଡିତ, ଭଗ୍ନ, ବା ଅଚଳ କରିବା
ഉദാഹരണം :
ବାଡ଼ିରେ ବାଡ଼େଇ ବାଡ଼େଇ ଗାଇଆଳ ଗାଇର ଗୋଡ଼ ଭାଙ୍ଗି ଦେଲା ବେଶି ବଦମାସି କଲେ ତମର ମୁଣ୍ଡ ଫଟେଇଦେବୁ
പര്യായപദങ്ങൾ : ଫଟେଇବା, ଭଗ୍ନ କରିବା
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ଟଙ୍କାପଇସାଆଦି ବଦଳାଇବା
ഉദാഹരണം :
ଫଳବାଲା ପାଖରେ ପାଞ୍ଚଶହ ଟଙ୍କିଆ ନୋଟର ଖୁଚୁରା ନଥିଲା ଭାଙ୍ଗିଲାନାହିଁ
പര്യായപദങ്ങൾ : ଖୁଚୁରାନଥିବା, ବଦଳାଇବା, ଭଙ୍ଗାଇବା
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : କାନ୍ଥ, ଘର ଆଦିକୁ ଭାଙ୍ଗି ଖସେଇବା
ഉദാഹരണം :
ସୋହନ ନୂଆଘର ତିଆରି କରିବାପାଇଁ ପୁରୁଣା ଘରକୁ ଭାଙ୍ଗୁଛି
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ଶରୀରର ଗଣ୍ଠି ବା ଉଦ୍ବେଗ ଯୋଗୁଁ ପୀଡ଼ା ଜାତ ହେବା(ବିଶେଷକରି ହାଡ଼ ଓ ଖଞ୍ଜାରେ )
ഉദാഹരണം :
ସର୍ଦ୍ଦି-ଥଣ୍ଡା, ଜରଆଦିରେ ଶରୀର ଦୁର୍ବଳହୁଏ
പര്യായപദങ്ങൾ : ଦୁର୍ବଳ
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ଟଙ୍କା,ନୋଟ ଆଦିକୁ ଛୋଟ ମୁଦ୍ରା ବା ଟଙ୍କାରେ ପରିଣତ କରିବା
ഉദാഹരണം :
ହଜାର ଟଙ୍କିଆ ନୋଟଟି କେଉଁଠି ଭାଙ୍ଗିଲାନାହିଁ
പര്യായപദങ്ങൾ : ଖୁଚୁରାହେବା, ରେଜାହେବା
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ଏକାଥରକେ ଅନେକ ପରିମାଣରେ ଆସିବା
ഉദാഹരണം :
ମହୁମାଛିମାନେ ଭାଙ୍ଗିଲେ ଆଉ ଲୋକମାନଙ୍କୁ ବିନ୍ଧିବାକୁ ଲାଗିଲେ ସିନେମାଘର ବାହାରେ ଭିଡ଼ ଭାଙ୍ଗୁଛି
പര്യായപദങ്ങൾ : ଉଛୁଳି ପଡ଼ିବା
മറ്റ് ഭാഷകളിലേക്കുള്ള വിവർത്തനം :