അർത്ഥം : ଗୋଟିଏ ସ୍ଥାନରୁ ଅନ୍ୟ ଏକ ଦୂର ସ୍ଥାନକୁ ଯିବାର କ୍ରିୟା
ഉദാഹരണം :
ସେ ଭ୍ରମଣରେ ଯାଉଛି ତାର ଯାତ୍ରା ସଫଳ ହେଲା
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ଯାତ୍ରା କାଳରେ ଅତିକ୍ରମ କରା ଯାଉଥିବା ଦୂରତା
ഉദാഹരണം :
ତାଙ୍କୁ ପଚାଶ ମାଇଲ ଦୂରତା ଭ୍ରମଣ କରିବାକୁ ପଡିଲା
പര്യായപദങ്ങൾ : ଯାତ୍ରା
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : କୌଣସି ବିଶେଷ କାର୍ଯ୍ୟପାଇଁ ବିଶେଷକରି ନିରୀକ୍ଷଣ କରି ଏକ ସ୍ଥାନରୁ ଅନ୍ୟ ଏକ ସ୍ଥାନକୁ ଯିବାର କ୍ରିୟା
ഉദാഹരണം :
ପ୍ରଧାନମନ୍ତ୍ରୀ ଭୂକମ୍ପଗ୍ରସ୍ଥ ଅଞ୍ଚଳଗୁଡ଼ିକର ପରିଦର୍ଶନରେ ଯାଇଛନ୍ତି
പര്യായപദങ്ങൾ : ନିରୀକ୍ଷଣ, ପରିଦର୍ଶନ
മറ്റ് ഭാഷകളിലേക്കുള്ള വിവർത്തനം :
किसी विशेष कार्य के लिए एक स्थान से दूसरे स्थान तक जाने की क्रिया।
प्रधानमंत्री भूकंप ग्रस्त इलाकों के दौरे पर गए हैं।The act of visiting in an official capacity (as for an inspection).
visitഅർത്ഥം : କୌଣସି ବିଶେଷ ସ୍ଥାନକୁ ଭ୍ରମଣ ନିମନ୍ତେ କରାଯାଉଥିବା ଯାତ୍ରା
ഉദാഹരണം :
ଆମ ଶ୍ରେଣୀର ଛାତ୍ରଛାତ୍ରୀମାନେ ଭ୍ରମଣରେ ଯାଉଛନ୍ତି
പര്യായപദങ്ങൾ : ଯାତ୍ରା
മറ്റ് ഭാഷകളിലേക്കുള്ള വിവർത്തനം :