അർത്ഥം : ଜ୍ଞାନ, ଅନୁଭବ, ଶିକ୍ଷାଆଦିର ଦୃଷ୍ଟିରେ ସେହି ବିଶେଷତା ବା ଗୁଣ ଯାହାକୁ ଆଧାର କରି କୌଣସି କାର୍ଯ୍ୟ ବା ପଦ ନିମନ୍ତେ ଜଣଙ୍କୁ ଉପଯୁକ୍ତରୂପେ ବିଚାରକରାଯାଏ
ഉദാഹരണം :
ପରୀକ୍ଷାଦ୍ୱାରା ବିଦ୍ୟାର୍ଥୀମାନଙ୍କର ଯୋଗ୍ୟତାକୁ ପରଖାଯାଏ
പര്യായപദങ്ങൾ : ଉପଯୁକ୍ତତା, କ୍ଷମତା, ପରଖ, ସାମର୍ଥ୍ୟ
മറ്റ് ഭാഷകളിലേക്കുള്ള വിവർത്തനം :
ज्ञान, अनुभव, शिक्षा आदि की दृष्टि से वह विशेषता या गुण जिसके आधार पर कोई किसी कार्य या पद के लिए उपयुक्त समझा जाता है।
प्रतियोगी परीक्षाओं के द्वारा विद्यार्थियों की योग्यता परखी जाती है।An attribute that must be met or complied with and that fits a person for something.
Her qualifications for the job are excellent.അർത്ഥം : ଏପରି ଗୁଣ, ଜ୍ଞାନ, ଅନୁଭବ, ଯୋଗ୍ୟତା ଓ କୁଶଳତା ଆଦି ଯାହା କାହାର କୌଣସି ପଦ, ସ୍ଥିତି, ଓ ପେଷା ଆଦି ପାଇଁ ଉପଯୁକ୍ତ ସିଦ୍ଧ ହୁଏ
ഉദാഹരണം :
ଭଲ ପଦ ପାଇଁ ବିଶିଷ୍ଟତା ଆବଶ୍ୟକ
പര്യായപദങ്ങൾ : ବିଶିଷ୍ଟତା