അർത്ഥം : ନିକ୍ଷେପ କରାଯାଇଥିବା ଅସ୍ତ୍ରଶସ୍ତ୍ରକୁ ନିଷ୍ପଳ କରିପାରୁଥିବା ଅସ୍ତ୍ର
ഉദാഹരണം :
ବିଶ୍ବର ପ୍ରତ୍ୟେକ ଦେଶ ନିକଟରେ ଆଗ୍ନେୟାସ୍ତ୍ରର ସୁରକ୍ଷା ବ୍ୟବସ୍ଥା ରହିବା ଆବଶ୍ୟକ
പര്യായപദങ്ങൾ : ସଂରକ୍ଷଣ, ସୁରକ୍ଷା ବ୍ୟବସ୍ଥା
മറ്റ് ഭാഷകളിലേക്കുള്ള വിവർത്തനം :
चलाए हुए अस्त्र-शस्त्र को निष्फल करने वाला अस्त्र।
विश्व के हर देश के पास आग्नेयास्त्रों का आवरण होना आवश्यक है।അർത്ഥം : ବିପତ୍ତି, ଆକ୍ରମଣ, ହାନି, ଓ ସର୍ବନାଶରୁ ବଞ୍ଚେଇବା ପ୍ରକ୍ରିୟା
ഉദാഹരണം :
ବିପଦରେ ସେ ନିଜର ରକ୍ଷାପାଇଁ ଭଗବାନଙ୍କୁ ପ୍ରାର୍ଥନା କଲା
പര്യായപദങ്ങൾ : ପ୍ରତିରକ୍ଷା, ସୁରକ୍ଷା
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ସୁରକ୍ଷିତ ହେବା ବା ରହିବା ଅବସ୍ଥା
ഉദാഹരണം :
ଆଜିକାଲି ସମାଜର ସୁରକ୍ଷା ବିପଦ ଗ୍ରସ୍ତନେତା ନିଜର ଓ ନିଜ ପରିବାରର ସୁରକ୍ଷା ଦୃଷ୍ଟିରୁ ଆତଙ୍କବାଦୀଙ୍କ ସହ ହାତ ମିଳାଇଲେ
പര്യായപദങ്ങൾ : ଉଦ୍ଧାର, ସୁରକ୍ଷା
മറ്റ് ഭാഷകളിലേക്കുള്ള വിവർത്തനം :
सुरक्षित होने या रहने की अवस्था।
आज समाज की सुरक्षितता खतरे में है।The state of being certain that adverse effects will not be caused by some agent under defined conditions.
Insure the safety of the children.അർത്ഥം : ଭଲଭାବରେ କରାଯାଉଥିବା ରକ୍ଷା
ഉദാഹരണം :
ଯେଉଁ ବୀରମାନେ ଦେଶର ସୁରକ୍ଷାପାଇଁ ସୀମାରେ ନିଯୁକ୍ତ, ସେ ଦେଶ ସେହି ବୀରମାନଙ୍କ ପ୍ରତି କୃତଜ୍ଞ
പര്യായപദങ്ങൾ : ନିରାପତ୍ତା, ସଂରକ୍ଷଣ, ସୁରକ୍ଷା
മറ്റ് ഭാഷകളിലേക്കുള്ള വിവർത്തനം :
अच्छी तरह की जाने वाली रक्षा।
यह देश आभारी है उन वीरों का जो देश की सुरक्षा के लिए सीमाओं पर तैनात हैं।The activity of protecting someone or something.
The witnesses demanded police protection.അർത്ഥം : କଷ୍ଟ ବା ବିପତ୍ତିଆଦିରୁ ବଞ୍ଚାଇବା ବା ଉଦ୍ଧାରିବା କାମ
ഉദാഹരണം :
ଏକମାତ୍ର ଈଶ୍ୱର ହିଁ ଆମ ସମସ୍ତଙ୍କର ଉଦ୍ଧାର କରିବାବାଲା
പര്യായപദങ്ങൾ : ଉଦ୍ଧାର, ତାରଣ, ନିସ୍ତାର, ମୁକ୍ତି
മറ്റ് ഭാഷകളിലേക്കുള്ള വിവർത്തനം :
Recovery or preservation from loss or danger.
Work is the deliverance of mankind.