പേജിന്റെ വിലാസം പകർത്തുക ട്വിറ്ററിൽ പങ്കിടുക വാട്ട്സ്ആപ്പിൽ പങ്കിടുക ഫേസ്ബുക്കിൽ പങ്കിടുക
ഗൂഗിൾ പ്ലേയിൽ കയറുക
പര്യായപദങ്ങളും വിപരീതപദങ്ങളും ഉള്ള ଓଡ଼ିଆ എന്ന നിഘണ്ടുവിൽ നിന്നുള്ള ଶ୍ଳେଷାଳଙ୍କାର എന്ന വാക്കിന്റെ അർത്ഥവും ഉദാഹരണവും.

ଶ୍ଳେଷାଳଙ୍କାର   ବିଶେଷ୍ୟ

അർത്ഥം : ସାହିତ୍ୟରେ ଏକ ଶବ୍ଦାଳଙ୍କାର ଯେଉଁଥିରେ ଏଭଳି ଶବ୍ଦର ପ୍ରୟୋଗ ହୁଏ, ଯାହାର ଅନେକ ଅର୍ଥ ଥାଏ ଏବଂ ସେଗୁଡ଼ିକ ପ୍ରସଙ୍ଗ ଅନୁସାରେ ଅନେକ ଭାବରେ ଅଲଗା ଅଲଗା ଅର୍ଥ ଦିଏ

ഉദാഹരണം : ମଧୁବନର ଛାତିକୁ ଦେଖ,କେତେ କଳିକା ଫୁଟିଛିରେ କଳିକାର ଦୁଇଟି ଅର୍ଥ ଅଛି, ଗୋଟିଏ ଫୁଲ ଫୁଟିବା ପୂର୍ବର ଅବସ୍ଥା ତଥା ଅନ୍ୟଟି ନବଯୌବନା ନିମନ୍ତେ ଉଦ୍ଦିଷ୍ଟ-ଏଥିପାଇଁ ଏହା ଶ୍ଳେଷାଳଙ୍କାର

പര്യായപദങ്ങൾ : ଶ୍ଳେଷ, ଶ୍ଳେଷ ଅଳଙ୍କାର


മറ്റ് ഭാഷകളിലേക്കുള്ള വിവർത്തനം :

साहित्य में एक शब्दालंकार जिसमें ऐसे शब्दों का प्रयोग होता है जिनके अनेक अर्थ होते हैं और वे प्रसंगों के अनुसार कई तरह से अलग-अलग घटते हैं।

मधुबन की छाती को देखो,मुरझाई कितनी कलियाँ में कलियाँ के दो अर्थ हैं,एक फूलों के खिलने के पहले की अवस्था तथा दूसरा नवयवना के लिए है इसलिए यह श्लेष अलंकार है।
श्लेष, श्लेष अलंकार, श्लेषलंकार