അർത്ഥം : ସଭା-ସମିତିଆଦିର ଜଣେ ସଦସ୍ୟ ଯେ ତାହାର ବୈଠକ ଡାକିଥାନ୍ତି
ഉദാഹരണം :
କିଛି ଜରୁରୀ କାରଣ ବଶତଃ ସଂଯୋଜକ ଆଜିର ସଭା ଡାକିଛନ୍ତି
പര്യായപദങ്ങൾ : ସଂଯୋଜକ, ସଂଯୋଜନ କର୍ତ୍ତା
മറ്റ് ഭാഷകളിലേക്കുള്ള വിവർത്തനം :
सभा-समिति आदि का वह सदस्य जो उसकी बैठकें बुलाता है।
कुछ ज़रूरी कारणवश संयोजक ने आज की सभा बुलाई।The member of a group whose duty it is to convene meetings.
convener