അർത്ഥം : କିଛି କରି ପାରିବାର କ୍ଷମତା
ഉദാഹരണം :
ତୁମଠାରେ କି ସାମର୍ଥ୍ୟ ଅଛି ଯେ ମୁଁ ତୁମକୁ ଡରିବି?
പര്യായപദങ്ങൾ : ଓଜନ, ଦମ୍, ଶକ୍ତି
മറ്റ് ഭാഷകളിലേക്കുള്ള വിവർത്തനം :
The quality of being capable -- physically or intellectually or legally.
He worked to the limits of his capability.അർത്ഥം : କୌଣସି ସ୍ଥାନରେ ପହଞ୍ଚିବାର ଶକ୍ତି ବା ସାମର୍ଥ୍ୟ
ഉദാഹരണം :
ଏହି କାର୍ଯ୍ୟ ମୋ ସାମର୍ଥ୍ୟର ବାହାରେ
പര്യായപദങ്ങൾ : ଶକ୍ତି
മറ്റ് ഭാഷകളിലേക്കുള്ള വിവർത്തനം :
An area in which something acts or operates or has power or control:.
The range of a supersonic jet.അർത്ഥം : ବହୁତ ଭଲ ଭାବରେ ସମ୍ପୂର୍ଣ୍ଣ କରାଯାଇଥିବା କୌଣସି କଠିନ ବା ବଡକାମ
ഉദാഹരണം :
ପିଲାଙ୍କୁ ସେମାନଙ୍କର ଦକ୍ଷତା ପାଇଁ ପୁରସ୍କାର ଦେବା ଉଚିତ
പര്യായപദങ്ങൾ : ଦକ୍ଷତା, ନିପୁଣତା, ପଟୁତା
മറ്റ് ഭാഷകളിലേക്കുള്ള വിവർത്തനം :
बहुत अच्छी तरह से पूरा किया हुआ कोई कठिन या बड़ा काम।
बच्चों को उनकी कारगुज़ारियों के लिए इनाम देना चाहिए।അർത്ഥം : ଜ୍ଞାନ, ଅନୁଭବ, ଶିକ୍ଷାଆଦିର ଦୃଷ୍ଟିରେ ସେହି ବିଶେଷତା ବା ଗୁଣ ଯାହାକୁ ଆଧାର କରି କୌଣସି କାର୍ଯ୍ୟ ବା ପଦ ନିମନ୍ତେ ଜଣଙ୍କୁ ଉପଯୁକ୍ତରୂପେ ବିଚାରକରାଯାଏ
ഉദാഹരണം :
ପରୀକ୍ଷାଦ୍ୱାରା ବିଦ୍ୟାର୍ଥୀମାନଙ୍କର ଯୋଗ୍ୟତାକୁ ପରଖାଯାଏ
പര്യായപദങ്ങൾ : ଉପଯୁକ୍ତତା, କ୍ଷମତା, ପରଖ, ଯୋଗ୍ୟତା
മറ്റ് ഭാഷകളിലേക്കുള്ള വിവർത്തനം :
ज्ञान, अनुभव, शिक्षा आदि की दृष्टि से वह विशेषता या गुण जिसके आधार पर कोई किसी कार्य या पद के लिए उपयुक्त समझा जाता है।
प्रतियोगी परीक्षाओं के द्वारा विद्यार्थियों की योग्यता परखी जाती है।An attribute that must be met or complied with and that fits a person for something.
Her qualifications for the job are excellent.