അർത്ഥം : ଋଷିମାନଙ୍କଦ୍ୱାରା ଦିଆ ଯାଇଥିବା ଉପଦେଶ
ഉദാഹരണം :
ଶଙ୍କରାଚାର୍ଯ୍ୟଙ୍କ ଅଦୈତ୍ୟ ସିଦ୍ଧାନ୍ତକୁ ସମସ୍ତେ ଗ୍ରହଣ କରନ୍ତି ନାହିଁ
പര്യായപദങ്ങൾ : ମତ
മറ്റ് ഭാഷകളിലേക്കുള്ള വിവർത്തനം :
അർത്ഥം : ବ୍ୟବହାର ବା ଆଚରଣ ବିଷୟରେ ନୀତି, ନିୟମ,ଧର୍ମଆଦି ଦ୍ୱାରା ନିରୂପିତ ଢଙ୍ଗ ବା ପ୍ରତିବନ୍ଧ
ഉദാഹരണം :
ଆମକୁ ନିଜର ସିଦ୍ଧାନ୍ତଗୁଡ଼ିକୁ ପାଳନ କରିବା ଆବଶ୍ୟକ
മറ്റ് ഭാഷകളിലേക്കുള്ള വിവർത്തനം :
A complex of methods or rules governing behavior.
They have to operate under a system they oppose.അർത്ഥം : ଯୁକ୍ତିଦ୍ୱାରା କୌଣସି ବସ୍ତୁର ସ୍ଥିତି ସମ୍ପର୍କରେ ନିଶ୍ଚୟ କରିବା
ഉദാഹരണം :
ବହୁତ ପ୍ରଯତ୍ନପରେ ଆମେ ଏହି ସିଦ୍ଧାନ୍ତରେ ପହଞ୍ଚିଲୁ ଯେ ରାମ ଭଲ ଲୋକ
പര്യായപദങ്ങൾ : ନିର୍ଣ୍ଣୟ, ନିଷ୍କର୍ଷ, ନିଷ୍ପତ୍ତି, ଫଳାଫଳ
മറ്റ് ഭാഷകളിലേക്കുള്ള വിവർത്തനം :
A position or opinion or judgment reached after consideration.
A decision unfavorable to the opposition.അർത്ഥം : ବିଦ୍ୟା, କଳା ଆଦି ସମ୍ବନ୍ଧରେ କୌଣସି ବିଦ୍ୱାନଙ୍କଦ୍ୱାରା ପ୍ରତିପାଦିତ ଯେଉଁ ସିଦ୍ଧାନ୍ତକୁ ଅନେକ ଲୋକ ମାନିଥାନ୍ତି
ഉദാഹരണം :
ଡାରୱିନଙ୍କର କ୍ରମବିକାଶ ସିଦ୍ଧାନ୍ତ ଅନୁସାରେ ମଣିଷର ବି ଲାଞ୍ଜ ଥିଲା
പര്യായപദങ്ങൾ : ମତବାଦ
മറ്റ് ഭാഷകളിലേക്കുള്ള വിവർത്തനം :