ଅର୍ଥ : ସେହି ବିଚାର ଯାହା ପୂରଣ କରିବାପାଇଁ କୌଣସି କାମ କରାଯାଏ
ଉଦାହରଣ :
ଏହି କାମ କରିବା ପଛରେ ଆପଣଙ୍କର କି ଉଦ୍ଦେଶ୍ୟ ଅଛି? ନିଜ ଉଦ୍ଦେଶ୍ୟ ପୂରଣ କ୍ଷେତ୍ରରେ ଆପଣଙ୍କର ସମୟ ନଷ୍ଟକରିବା ଉଚିତ୍ ନୁହେଁ
ସମକକ୍ଷ : ଆବଶ୍ୟକତା, ଉଦ୍ଦେଶ୍ୟ, ପ୍ରୟୋଜନ, ମତଲବ୍, ଲକ୍ଷ
ଅନ୍ୟ ଭାଷାରେ ଅନୁବାଦ :
वह विचार जिसे पूरा करने के लिए कोई काम किया जाए।
इस काम को करने के पीछे आपका क्या उद्देश्य है?ଅର୍ଥ : ସେହି ଅଭିପ୍ରାୟ ବା ଉଦ୍ଦେଶ୍ୟ ଯାହା କୌଣସି ଶବ୍ଦ,ପଦ ବା ବାକ୍ୟଆଦିରୁ ବାହାରେ ଏବଂ ଯାହାକୁ ବୁଝାଇବପାଇଁ ସେ ଶବ୍ଦ ବା ପଦ ଲୋକରେ ପ୍ରଚଳିତ ହୁଏ
ଉଦାହରଣ :
ବେଳେବେଳେ ସୁରଦାଶଙ୍କ ପଦର ଅର୍ଥ ବାହାର କରିବା କଷ୍ଟକର ହୋଇଥାଏ
ସମକକ୍ଷ : ଅର୍ଥ, ତାତ୍ପର୍ଯ୍ୟ, ଭାବ, ମାନେ
ଅନ୍ୟ ଭାଷାରେ ଅନୁବାଦ :