ଅର୍ଥ : ଗମ୍ଭୀର ହେବାର ଗୁଣ କିମ୍ବା ଭାବ
ଉଦାହରଣ :
ସେ ସେହି ଘଟଣାର ଗଭୀରକୁ ଗଲା ସେ ଏହି କଥାର ଗଭୀରତା ବୁଝିପାରୁ ନାହିଁ ସେ ରାତିର ଗହନତାରେ ବୁଲୁଥିଲା
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ଯାହାର ଅବୟବ ବା ଅଂଶ ପାଖକୁପାଖ ବା ଖୁନ୍ଦାଖିନ୍ଦି ଥାଏ ବା ଯାହା ବହୁତ ଲାଗିଲାଗି ରହିଛି
ଉଦାହରଣ :
ଶିକାର ଘଞ୍ଚବଣରେ ପଶିଗଲା ଏବଂ ଶିକାରୀ ଖାଲି ହାତରେ ଫେରିଲା
ଅନ୍ୟ ଭାଷାରେ ଅନୁବାଦ :