ଅର୍ଥ : ଏକ ମାତ୍ରାଯୁକ୍ତ ଛନ୍ଦ ଯାହାର ପ୍ରତ୍ୟେକ ପାଦରେ ଏଗାର ଏବଂ ତେର ସ୍ଥାନରେ ବିଶ୍ରାମ ନେବାଦ୍ୱାରା ଚବିଶ ମାତ୍ରା ହୋଇଥାଏ
ଉଦାହରଣ :
ଘୋଷର ବିଷମ ପାଦରେ ଏଗାର-ଏଗାର ଏବଂ ସମ ଚରଣରେ ତେର-ତେର ମାତ୍ରା ଥାଏ
ସମକକ୍ଷ : ରୋଳା
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : କିଛି ସମୟ ପର୍ଯ୍ୟନ୍ତ ବଜାଏ ରହୁଥିବା ତେଜ ଧ୍ୱନି
ଉଦାହରଣ :
ଯୁଦ୍ଧର ନାଦ ଶୁଣିକରି ଭୀରୁମାନଙ୍କର ହୃଦୟ କମ୍ପି ଉଠିଲା
ସମକକ୍ଷ : ନାଦ
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ଘୋର ଶବ୍ଦ କରିବା କ୍ରିୟା
ଉଦାହରଣ :
ବାଦଲର ଗର୍ଜନ ଓ ବିଜୁଳିର ଚମକ ସହିତ ଭୟଙ୍କର ବର୍ଷା ହେଉଛି
ସମକକ୍ଷ : ଗର୍ଜନ
ଅନ୍ୟ ଭାଷାରେ ଅନୁବାଦ :