ସଦସ୍ୟତା ନିଅନ୍ତୁ
ପୃଷ୍ଠା ଠିକଣା କ୍ଲିପବୋର୍ଡରେ କପି ହୋଇଛି ।
ଅର୍ଥ : ଦେବାଧିପତି ଇନ୍ଦ୍ରଙ୍କ ଝିଅ
ଉଦାହରଣ : ଜୟନ୍ତ ଓ ଜୟନ୍ତୀ ଭାଇ-ଭଉଣୀ ଥିଲେ
ସମକକ୍ଷ : ଜୟନ୍ତୀ
ଅନ୍ୟ ଭାଷାରେ ଅନୁବାଦ :हिन्दी English
देवाधिपति इन्द्र की पुत्री।
An imaginary being of myth or fable.
ଅର୍ଥ : ଉତ୍ସବ ରୂପରେ ପାଳନ କରାଯାଉଥିବା କୌଣସି ପ୍ରସିଦ୍ଧ ବ୍ୟକ୍ତିଙ୍କ ଜନ୍ମଦିନ
ଉଦାହରଣ : ମହାତ୍ମାଗାନ୍ଧୀଙ୍କ ଜୟନ୍ତୀ ଅକ୍ଟୋବର ଦୁଇ ତାରିଖରେ ପାଳନ କରାଯାଏ
ସମକକ୍ଷ : ଜନ୍ମୋତ୍ସବ, ଜୟନ୍ତୀ
ଅନ୍ୟ ଭାଷାରେ ଅନୁବାଦ :हिन्दी
किसी प्रसिद्ध व्यक्ति के जन्म लेने का दिन जो प्रायः उत्सव के रूप में मनाया जाता है।
ସଂସ୍ଥାପନ କରନ୍ତୁ