ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ପିଚିକାଳୀ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ପିଚିକାଳୀ   ବିଶେଷ୍ୟ

ଅର୍ଥ : ନଳ ଆକାରର ଏକ ଉପକରଣ ଯାହା ସାହାଯ୍ୟରେ ତରଳ ପଦାର୍ଥକୁ ଭିତକୁ ଟାଣିନେଇ ପୁନଶ୍ଚ ଛିଞ୍ଚାଡ଼ିକରି ବାହାରକୁ ଜୋରରେ ଫିଙ୍ଗାଯାଏ

ଉଦାହରଣ : ହୋଲି ଦିନ ପିଲାମାନେ ପିଚକାରୀରେ ରଙ୍ଗ ଭର୍ତ୍ତିକରି ଜଣେ ଅନ୍ୟ ଉପରକୁ ଫିଙ୍ଗନ୍ତି

ସମକକ୍ଷ : ପିଚକାରୀ


ଅନ୍ୟ ଭାଷାରେ ଅନୁବାଦ :

नली के आकार का एक उपकरण जिससे तरल पदार्थ अंदर खींचकर फिर फुहार के रूप में या तेजी के साथ बाहर फेंके जाते हैं।

होली के दिन बच्चे पिचकारी में रंग भर-भरकर एक दूसरे के ऊपर डालते हैं।
पचूका, पिचकारी, पिचकी, वस्ति

An applicator resembling a gun for applying liquid substances (as paint) in the form of a spray.

spray gun