ଅର୍ଥ : କୌଣସି ବସ୍ତୁ, ବ୍ୟକ୍ତି ବା କୌଣସି ଭାଗକୁ ଯୋରରେ ଉଚ୍ଚ ସ୍ଥାନରୁ ତଳକୁ ପକାଇବା
ଉଦାହରଣ :
ପିଲାଟି ଖେଳନାକୁ ପିଟୁଥିଲା
ସମକକ୍ଷ : କଚାଡ଼ିବା
ଅନ୍ୟ ଭାଷାରେ ଅନୁବାଦ :
किसी वस्तु, व्यक्ति या किसी भाग को ज़ोर के साथ ऊँचे स्थान से नीचे की ओर गिराना।
बच्चा खिलौनों को पटक रहा है।Set (something or oneself) down with or as if with a noise.
He planked the money on the table.ଅର୍ଥ : କୌଣସି ବସ୍ତୁକୁ ବଜାଇ ବା ପିଟି ଢୋ ଢୋ ଶବ୍ଦ ଉତ୍ପନ୍ନ କରିବା
ଉଦାହରଣ :
ଖେତରେ ପକ୍ଷୀଙ୍କୁ ହୁରୁଡ଼ାଇବାପାଇଁ ଟିଣ ବାଡ଼ିଆହୁଏ
ଅନ୍ୟ ଭାଷାରେ ଅନୁବାଦ :
किसी वस्तु को बजा या पीट कर पट-पट शब्द उत्पन्न करना।
खेत से चिड़ियों को भगाने के लिए टीन को पटपटाते हैं।ଅର୍ଥ : ଭିତରକୁ ଗଳିବାପାଇଁ ଉପରୁ ଜୋରରେ ପିଟିବା
ଉଦାହରଣ :
ରାମ ମୂର୍ତ୍ତି ଲଗେଇବାପାଇଁ କାନ୍ଥରେ କଣ୍ଟା ବାଡ଼ଉଛି
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : କାହାରି ଉପରେ ଅନ୍ୟ କିଛି ବସ୍ତୁଆଦିରେ ଆଘାତ କରିବା
ଉଦାହରଣ :
ସିପାହୀ ଚୋରକୁ ଲାଠିରେ ପିଟୁଛି ସେ ପିଲାଟିକୁ ଗୋଟେ ଚଟକଣି ପକାଇଲା
ସମକକ୍ଷ : ଚଟକଣି ଦେବା, ଚଟକଣି ପକେଇବା, ଧୁଲେଇକରିବା, ପ୍ରହାର କରିବା, ବାଡ଼େଇବା, ମାରିବା
ଅନ୍ୟ ଭାଷାରେ ଅନୁବାଦ :
किसी पर किसी वस्तु आदि से आघात करना।
सिपाही चोर को लाठी से मार रहा है।ଅର୍ଥ : ଆଘାତ ପାଇ ପ୍ରବେଶ କରିବା
ଉଦାହରଣ :
ଅତି କଷ୍ଟରେ କାନ୍ଥରେ କଣ୍ଟା ଠୁକିଲି
ସମକକ୍ଷ : ଠୁକିବା, ପ୍ରବେଶ କରାଇବା
ଅନ୍ୟ ଭାଷାରେ ଅନୁବାଦ :