ଅର୍ଥ : ଯେଉଁ ସ୍ଥାନରେ ପୋଲିସଙ୍କର କିଛି ସିପାହୀ ଓ ସେମାନଙ୍କ ବରିଷ୍ଠ ଅଧିକାରୀ ସ୍ଥାୟୀ ରୂପରେ କାମ କରନ୍ତି ଏବଂ ଯେଉଁଠାରୁ ଆଖପାଖ ସ୍ଥାନପାଇଁ କାର୍ଯ୍ୟ ନିର୍ଦ୍ଧାରିତ ହୋଇଥାଏ
ଉଦାହରଣ :
ଚୋରି ହେବା ପରେ ଆମେ ଥାନାରେ ରିପୋର୍ଟ ଦାଖଲ କଲୁ
ସମକକ୍ଷ : ଥାନା, ଦାରୋଗା ଷ୍ଟେସନ୍
ଅନ୍ୟ ଭାଷାରେ ଅନୁବାଦ :
वह स्थान जहाँ पुलिस के कुछ सिपाही और उनके वरिष्ठ अधिकारी कार्य करते हैं और जहाँ से आस-पास के स्थानों का प्रबंध होता है।
चोरी होने के बाद हमने थाने में रपट दर्ज कराई।