ଅର୍ଥ : କୌଣସି ଜାତିର ପୋଷା ଜନ୍ତୁଙ୍କର ଏକ ବିଶେଷ ପ୍ରଜାତି
ଉଦାହରଣ :
ସେ ଗୋଟିଏ ଭଲ ଜାତିର କୁକୁର ପାଳିଛି
ସମକକ୍ଷ : ଜାତି
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ଜୀବ ଜନ୍ତୁଙ୍କ ଧର୍ମ, ଆକୃତି ଇତ୍ୟାଦିର ସମାନତାକୁ ବିଚାରକରି କରାଯାଇଥିବା ବିଭାଗ
ଉଦାହରଣ :
ଭାରତରେ ବିଭିନ୍ନ ପ୍ରକାରର ଆମ୍ବ ମିଳେ
ଅନ୍ୟ ଭାଷାରେ ଅନୁବାଦ :
(biology) taxonomic group whose members can interbreed.
species