ଅର୍ଥ : ପୋଡ଼ିଗଲାପରେ ଚମଡ଼ାରେ ହେଉଥିବା ପାଣି-ଭରା ଫୁଲା
ଉଦାହରଣ :
ପୋଡ଼ି ଯାଇଥିବାରୁ ମୋହନର ଶରୀରରେ ଫୋଟକା ହୋଇଗଲା
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ଚମଡ଼ା ଜୋତା ଘଷି ହେବା ଫଳରେ ହେଉଥିବା ଘାଆ
ଉଦାହରଣ :
ମୋ ଡାହାଣ ପାଦରେ ଫୋଟକା ହୋଇଛି
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ବାରୁଦ, ଗନ୍ଧକ, ଏକ ପ୍ରକାର କ୍ଷାର ଆଦି ମିଶ୍ରଣରେ ତିଆରି ହେଉଥିବା ଚକ୍ର, ଅନାର, ଫୋଟକା ଯାହାକୁ ଜଳେଇଲା ପରେ ରଙ୍ଗବେରଙ୍ଗ ନିଆଁ ବାହାରେ ଓ ଶବ୍ଦ ମଧ୍ୟ ହୁଏ
ଉଦାହରଣ :
ଆମେ ଦିପାବଳୀ ଦିନ ବାଣ ଫୁଟାଉ
ଅନ୍ୟ ଭାଷାରେ ଅନୁବାଦ :
Firework consisting of a small explosive charge and fuse in a heavy paper casing.
banger, cracker, firecrackerଅର୍ଥ : ଶରୀର ଉପରେ ହୋଇଥିବା କୌଣସି ଛୋଟ ଗୋଲାକାର ଫୁଲା
ଉଦାହରଣ :
ପିଲାଟି ମୁଁହରେ ବସନ୍ତ ଫୋଟକା ହୋଇଛି
ଅନ୍ୟ ଭାଷାରେ ଅନୁବାଦ :