ଅର୍ଥ : (ସ୍ଫୁରଣ) ରୋକିବା ବା କୌଣସି ଉପକରଣ ବା ମଧ୍ୟଭାଗରେ (ଦୋଳନ ବା ପ୍ରବାହ) ରୋକିବା
ଉଦାହରଣ :
ଇଲେକଟ୍ରିସିଆନ୍ ଖରାପ ହୋଇଥିବା ସ୍ୱିଚରୁ ବାହାରୁଥିବା ସ୍ଫୁଲିଙ୍ଗକୁ ଲିଭାଇଲେ
ସମକକ୍ଷ : ନିର୍ବାପିତ କରିବା, ନିଶ୍ଚିହ୍ନ କରିବା, ଲିଭାଇବା
ଅନ୍ୟ ଭାଷାରେ ଅନୁବାଦ :
* (इलेक्ट्रानिकी) जब प्रेरक परिपथ में विद्युत प्रवाह बंद हो तो (स्फुरण) रोकना या किसी उपकरण या घटक में (दोलन या प्रवाह) रोकना।
बिजली-मिस्त्री ने खराब स्विच से निकल रहे स्फुर्लिंग को बुझाया।Electronics: suppress (sparking) when the current is cut off in an inductive circuit, or suppress (an oscillation or discharge) in a component or device.
quenchଅର୍ଥ : ଏଭଳି ପରିସ୍ଥିତି କରିବା ଯେଉଁଥିରେ କୌଣସି ବସ୍ତୁ ଭିତରୁ ବାହାରକୁ ବା ବାହାରୁ ଭିତରକୁ ଯାଇପାରେନାହିଁ ବା ଯାହାର ବ୍ୟବହାର କରାଯାଇ ପାରେନାହିଁ
ଉଦାହରଣ :
ଛାତ୍ରାବାସର ମୁଖ୍ୟଦ୍ୱାର ଆଠଟା ବେଳକୁ ହିଁ ବନ୍ଦ କରାଯାଏ
ସମକକ୍ଷ : ରୁଦ୍ଧ କରିବା
ଅନ୍ୟ ଭାଷାରେ ଅନୁବାଦ :
ऐसी स्थिति में करना जिससे कोई वस्तु अंदर से बाहर या बाहर से अंदर न जा सके या जिसका उपयोग न किया जा सके।
छात्रावास का मुख्य द्वार आठ बजे ही बंद किया जाता है।ଅର୍ଥ : ଚାଲିଆସୁଥିବା କଥା ଆଦିକୁ ବନ୍ଦ କରିବା
ଉଦାହରଣ :
ରାଜା ରାମ ମୋହନ ରାୟ ସତୀ ପ୍ରଥାକୁ ବନ୍ଦ କଲେ
ସମକକ୍ଷ : ରୋକିବା
ଅନ୍ୟ ଭାଷାରେ ଅନୁବାଦ :