ଅର୍ଥ : ଭାଙ୍ଗିବା, ଖଣ୍ଡିତ ହେବା ବା ବିଭାଜିତ ହେବାର ପ୍ରକ୍ରିୟା
ଉଦାହରଣ :
କୌଣସି ନା କୌଣସି ସମାଜର ବିଘଟନ ତାକୁ ଦୁର୍ବଳ କରିଦିଏ
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : କୌଣସି ସଂଖ୍ୟାକୁ ଦ୍ୱିତୀୟ ସଂଖ୍ୟା ଦ୍ୱାରା ଭାଗ କରିବା କାମ
ଉଦାହରଣ :
ଆଜି ଶ୍ରେଣୀରେ ଗଣିତର ଭାଗକ୍ରିୟା ଶିଖାଯିବ
ସମକକ୍ଷ : ବିଭାଗ, ଭାଗ, ଭାଗ କାର୍ଯ୍ୟ, ଭାଗକର୍ମ, ଭାଗକ୍ରିୟା, ହରଣ, ହରିବା, ହରିବା କାମ, ହରିବା କାର୍ଯ୍ୟ
ଅନ୍ୟ ଭାଷାରେ ଅନୁବାଦ :
An arithmetic operation that is the inverse of multiplication. The quotient of two numbers is computed.
divisionଅର୍ଥ : ଅଲଗା ଅଲଗା ଭାଗ ବା ଅଂଶରେ ବାଣ୍ଟିବା କାର୍ଯ୍ୟ ବା ଭାବ
ଉଦାହରଣ :
ରାମ ତା ଦୁଇପୁଅଙ୍କ ନିମନ୍ତେ ଘରକୁ ବିଭାଜନ କରିଦେଲେ
ସମକକ୍ଷ : ଭାଗ
ଅନ୍ୟ ଭାଷାରେ ଅନୁବାଦ :
The act of dividing or partitioning. Separation by the creation of a boundary that divides or keeps apart.
division, partition, partitioning, sectionalisation, sectionalization, segmentation