ଅର୍ଥ : ଘାଆ ଉପରେ ଲଗା ଯାଉଥିବା ଏକ ଗାଢ଼ା ମଲମ ଯାହା ରାସାୟନିକ ଆଧାରରେ ପ୍ରସ୍ତୁତ କରାଯାଇଥାଏ
ଉଦାହରଣ :
ଚିକିତ୍ସକ ଘାଆ ଉପରେ ମଲମ ଲଗାଇ ପଟି ବାନ୍ଧି ଦେଲେ
ସମକକ୍ଷ : ଅଏଣ୍ଟମେଣ୍ଟ, ମଇଲମ, ମଲମ
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : କିଛି ବସ୍ତୁ ଉପରେ କୌଣସି ଜିନିଷର ଯେଉଁ ପରସ୍ତ ଦିଆଯାଏ
ଉଦାହରଣ :
କୁମ୍ଭାର ମାଠିଆ ଉପରେ ମାଟିର ପ୍ରଲେପ ଦେଉଛି
ସମକକ୍ଷ : ପ୍ରଲେପ
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ବଥ ଆଦିକୁ ପଚାଇବା ପାଇଁ ଅଳସୀ,ରେଡୀ ଆଦିର ଯେଉଁ ମୋଟା ଲେପ ତା ଉପରେ ଲଗାଇ ବନ୍ଧା ଯାଏ
ଉଦାହରଣ :
ସେ ବଥକୁ ପଚାଇବାପାଇଁ ତା ଉପରେ ଅଳସୀର ଲେପ ବାନ୍ଧିଲେ
ଅନ୍ୟ ଭାଷାରେ ଅନୁବାଦ :
फोड़े आदि पकाने के लिए उनपर लगाकर बाँधा जानेवाला अलसी, रेड़ आदि का मोटा लेप।
उसने फोड़े को पकाने के लिए उस पर अलसी की पुलटिस बाँधी।ଅର୍ଥ : କୌଣସି ଜିନିଷ ଉପରେ ରାସାୟନିକ ପ୍ରକ୍ରିୟାରେ ଲେପନ କରାଯାଇଥିବା ସୁନା କିମ୍ବା ରୂପାଆଦିର ହାଲୁକା ପୁଟ
ଉଦାହରଣ :
ବଣିଆ ମୁଦି ଉପରେ ସୁନାଲେପ ଦେଉଛି
ଅନ୍ୟ ଭାଷାରେ ଅନୁବାଦ :
The application of a thin coat of metal (as by electrolysis).
plating