ସଦସ୍ୟତା ନିଅନ୍ତୁ
ପୃଷ୍ଠା ଠିକଣା କ୍ଲିପବୋର୍ଡରେ କପି ହୋଇଛି ।
ଅର୍ଥ : ଗଛର ଯେଉଁ ଅଙ୍ଗ ଗୋଲ ବା ଲମ୍ବା ପାଖୁଡ଼ାରେ ତିଆରି ହୋଇଥାଏ ଏବଂ ଯେଉଁଥିରେ ଫଳ ଉତ୍ପନ୍ନ କରିବାର ଶକ୍ତି ଥାଏ
ଉଦାହରଣ : ବଗିଚାରେ ଭିନ୍ନ ଭିନ୍ନ ପ୍ରକାରର ଫୁଲ ଫୁଟିଛି
ସମକକ୍ଷ : କୁସୁମ, ପୁଷ୍ପ, ପ୍ରସୂନ, ଫୁଲ
ଅନ୍ୟ ଭାଷାରେ ଅନୁବାଦ :हिन्दी English
पौधों में वह अंग जो गोल या लंबी पंखुड़ियों का बना होता है और जिसमें फल उत्पन्न करने की शक्ति होती है।
Reproductive organ of angiosperm plants especially one having showy or colorful parts.
ଅର୍ଥ : ଯାହାର କୌଣସି ବିଷୟରେ ଭଲ ଜ୍ଞାନ ରହିଛି
ଉଦାହରଣ : ଭାରତ ପ୍ରଥମରୁ ହିଁ ବିଦ୍ୱାନମାନଙ୍କ ଦେଶ
ସମକକ୍ଷ : କୋବିଦ, ଜ୍ଞାତା, ଜ୍ଞାନୀ, ପଣ୍ଡିତ, ବିଜ୍ଞ, ବିଦ୍ୱାନ, ବିବୁଧ
वह जिसे किसी चीज का अच्छा ज्ञान हो।
Someone who has been admitted to membership in a scholarly field.
ସଂସ୍ଥାପନ କରନ୍ତୁ