ଅର୍ଥ : କାହାର ବିବାହିତା ସ୍ତ୍ରୀ
ଉଦାହରଣ :
ସେ ନିଜ ସ୍ତ୍ରୀକୁ ପ୍ରାଣ ଭରି ଭଲ ପାଉଛି
ସମକକ୍ଷ : ଅର୍ଦ୍ଧାଙ୍ଗିନୀ, କଳତ୍ର, ଘରବାଲି, ଜୀବନ ସଙ୍ଗିନୀ, ଜୀବନ ସାଥୀ, ଧରମ ପତ୍ନୀ, ଧର୍ମ ପତ୍ନୀ, ନାରୀ, ପତ୍ନୀ, ବାମାଙ୍ଗୀ, ବିବି, ବେଗମ, ଭାର୍ଯ୍ୟା, ମାଇପ, ରମଣୀ, ସହଗାମିନୀ
ଅନ୍ୟ ଭାଷାରେ ଅନୁବାଦ :
किसी की विवाहिता नारी।
वह अपनी पत्नी पर जान छिड़कता है।ଅର୍ଥ : ଗୋଟିଏ ବର୍ଣ୍ଣବୃତ୍ତ
ଉଦାହରଣ :
ସ୍ତ୍ରୀରେ ଦୁଇଟି ଗୁରୁ ଥାଏ
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ମନୁଷ୍ୟ ଜାତୀୟ ଜୀବର ଦୁଇଟି ଭେଦ ମଧ୍ୟରୁ ଗୋଟିଏ ହେଲା ଯେ ସେ ଗର୍ଭଧାରଣ କରି ସନ୍ତାନ ଉତ୍ପନ୍ନ କରିପାରେ
ଉଦାହରଣ :
ଆଜିର ମହିଳାମାନେ ସବୁ କ୍ଷେତ୍ରରେ ପୁରୁଷଙ୍କର ସମାନ ହୋଇ ରହିଛନ୍ତି
ସମକକ୍ଷ : ନାରୀ, ବାମା, ବାଳା, ମହିଳା, ସ୍ତ୍ରୀଲୋକ
ଅନ୍ୟ ଭାଷାରେ ଅନୁବାଦ :
मनुष्य जाति के जीवों के दो भेदों में से एक जो गर्भ धारण करके संतान उत्पन्न कर सकती है।
आज की महिलाएँ हर क्षेत्र में पुरुषों की बराबरी कर रही हैं।