ଅର୍ଥ : ଯାହାକୁ ସହମତି ମିଳିଛି ବା ଯାହା ସ୍ୱୀକାର କରାଯାଇଛି
ଉଦାହରଣ :
ସରକାରଙ୍କଦ୍ୱାରା ସ୍ୱୀକୃତ ଏହି ପରିଯୋଜନା ଅତିଶୀଘ୍ର ଆରମ୍ଭ ହେବ
ସମକକ୍ଷ : ମଞ୍ଜୁର, ସହମତି ପ୍ରାପ୍ତ, ସ୍ୱୀକୃତି ପ୍ରାପ୍ତ
ଅନ୍ୟ ଭାଷାରେ ଅନୁବାଦ :
जिसे आधिकारिक रूप से मान्यता मिली हो या जिसे स्वीकार कर लिया गया हो।
ये सब मान्यताप्राप्त शिक्षण संस्थाएँ हैं।Generally approved or compelling recognition.
Several accepted techniques for treating the condition.ଅର୍ଥ : ଯାହା ଅଙ୍ଗୀକାର କରାଯାଇଛି ବା ଯାହାକୁ ନିଜ ଉପରକୁ ନିଆଯାଇଛି
ଉଦାହରଣ :
ସେ ନିଜର କାର୍ଯ୍ୟଭାରକୁ ଆନନ୍ଦ ସହିତ ଅଙ୍ଗୀକୃତ କଲେ
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ଯାହା ସ୍ୱୀକାର କରାଯାଇଛି
ଉଦାହରଣ :
ଏହା ଭାରତ ସରକାରଙ୍କଦ୍ୱାରା ସ୍ୱୀକୃତ ପରିଯୋଜନା
ସମକକ୍ଷ : ମଞ୍ଜୁରୀପ୍ରାପ୍ତ, ମାନ୍ୟ
ଅର୍ଥ : ଯାହକୁ ଅନୁମତି ଦିଆଯାଇଛି
ଉଦାହରଣ :
ମୁଁ ପଞ୍ଚାୟତଦ୍ୱାରା ସ୍ୱୀକୃତ କାର୍ଯ୍ୟ ହିଁ କରୁଛି
ସମକକ୍ଷ : ଅନୁଜ୍ଞାତ, ଅନୁମତି ପ୍ରାପ୍ତ, ଅନୁମୋଦିତ
ଅନ୍ୟ ଭାଷାରେ ଅନୁବାଦ :
जिसकी अनुमति दी गई हो या मिल गई हो।
मैं पंचायत द्वारा स्वीकृत कार्य ही कर रहा हूँ।ଅର୍ଥ : ଯାହାପାଇଁ ସ୍ୱୀକୃତି ମିଳିଯାଇଛି
ଉଦାହରଣ :
ସ୍ୱୀକୃତ ଯୋଜନା ଏ ପର୍ଯ୍ୟନ୍ତ ଆରମ୍ଭ ହୋଇନାହିଁ
ସମକକ୍ଷ : ଅନୁଜ୍ଞାପିତ, ଅନୁମତି ପ୍ରାପ୍ତ